ଅନ୍ୟାନ୍ୟ

ବର୍ଷାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, ୦୮/୧୨/୨୦୨୨ –   ପଦ୍ମପୁରରେ ବିଜେଡିର ବଡ ବିଜୟ ପରେ ନବ ନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହାଙ୍କୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି । ସବୁ କଳ୍ପନା ଜଳ୍ପନାର ଅନ୍ତଘଟାଇ ବୃହତ ବ୍ୟବଧାନରେ ବିଜେଡି ବିଜୟ ହୋଇଛି । ସମସ୍ତ ରାଉଣ୍ଡ ଗଣତି ପରେ ବିଜେଡିକୁ ୧ ଲକ୍ଷ ୨୦ ହଜାର ୮୦୭ ଭୋଟ୍ ମିଳିଥିବାବେଳେ, ବିଜେପିକୁ ୭୮ ହଜାର ୧୨୮ ଭୋଟ୍ ମିଳିଛି । ଅନ୍ୟପଟେ କଂଗ୍ରେସ ହାତକୁ ମାତ୍ର ୩୫୯୪ ଭୋଟ୍ ଯାଇଛି । ସେହିପରି ନୋଟାରେ ୨୦୮୭ ଖଣ୍ଡ ଭୋଟ ପଡ଼ିଛି ।

 

Related Articles

Back to top button
WP Twitter Auto Publish Powered By : XYZScripts.com