ଜାତୀୟ

ପୁଣିଥରେ ତାମିଲନାଡୁ ରାଜ୍ୟପାଳଙ୍କୁ କଡ଼ା ଭାଷାରେ ଭତ୍ସନା କରିଛନ୍ତି ସୁପ୍ରିମକୋର୍ଟ

ପୁଣିଥରେ ତାମିଲନାଡୁ ରାଜ୍ୟପାଳଙ୍କୁ କଡ଼ା ଭାଷାରେ ଭତ୍ସନା କରିଛନ୍ତି ସୁପ୍ରିମକୋର୍ଟ। ଡିଏମକେ ମନ୍ତ୍ରୀ ଦୋଷମୁକ୍ତ ହେବା ପରେ ମଧ୍ୟ ପୁଣିଥରେ ତାଙ୍କୁ ମନ୍ତ୍ରୀ କରିବାକୁ ମନା କରିବା ପରେ ସୁପ୍ରିମକୋର୍ଟ ଗୁରୁବାର ତାମିଲନାଡୁ ରାଜ୍ୟପାଳଙ୍କ ଉପରେ ବର୍ଷିଛନ୍ତି।

ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼ କଡ଼ା ଭାଷାରେ ଟିପ୍ପଣୀ କରି କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଯଦି ରାଜ୍ୟପାଳ ସମ୍ବିଧାନ ପାଳନ କରୁ ନାହାନ୍ତି, ତେବେ ସରକାର କଣ କରୁଛନ୍ତି ?

Related Articles

Back to top button