ଓଡ଼ିଶା

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌‌କେୱାଇ)କୁ ମିଳିଛି ଶ୍ରେଷ୍ଠ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ପୁରସ୍କାର

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌‌କେୱାଇ)କୁ ମିଳିଛି ଶ୍ରେଷ୍ଠ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ପୁରସ୍କାର। ବିଏସ୍‌‌କେୱାଇକୁ ସ୍ୱର୍ଣ୍ଣ ବର୍ଗରେ ସ୍କଚ୍‌‌ ଆୱାର୍ଡ ମିଳିଛି।

ନୂଆଦିଲ୍ଲୀରେ ଆୟୋଜିତ କାର୍ଯ୍ୟକ୍ରମରେ ଏନ୍‌‌ଏଚ୍‌‌ଏମ୍‌‌, ଓଡ଼ିଶା ନିର୍ଦ୍ଦେଶିକା ଡାକ୍ତର ବୃନ୍ଦା ଡି ଏହି ପୁରସ୍କାର ଗ୍ରହଣ କରିଛନ୍ତି। ପୂର୍ଣ୍ଣ ନିଷ୍ଠା ଓ ଦକ୍ଷତାର ସହ ଓଡ଼ିଶାବାସୀଙ୍କ ସ୍ୱାସ୍ଥ୍ୟ ସେବା ଆବଶ୍ୟକତା ପୂରଣ ଦିଗରେ ଏହି ପୁରସ୍କାର ରାଜ୍ୟର ସ୍ୱାସ୍ଥ୍ୟକର୍ମୀମାନଙ୍କୁ ପ୍ରୋତ୍ସାହିତ କରିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

Related Articles

Back to top button