ଜାତୀୟ

ଆଇସିସି ଦିନିକିଆ ଟିମ ଅଫ ଦି ଇୟର ଘୋଷଣା:ରୋହିତ ଶର୍ମାଙ୍କୁ ଅଧିନାୟକ

ଆଇସିସି  ଦିନିକିଆ ଟିମ ଅଫ ଦି ଇୟର ଘୋଷଣା କରିଛି। ଏଥିରେ ରୋହିତ ଶର୍ମାଙ୍କୁ ଅଧିନାୟକ କରାଯାଇଛି। ଏହି ସ୍ବତନ୍ତ୍ର ଦଳରେ ଭାରତର ୬ ଜଣ ଖେଳାଳି ନିଜ ସ୍ଥାନ ହାସଲ କରିବାରେ ସଫଳ ହୋଇଥିବାବେଳେ ୨ ଜଣ ଖେଳାଳି ଅଷ୍ଟ୍ରେଲିଆରୁ ଆସିଛନ୍ତି। ଏହା ବ୍ୟତୀତ ଦକ୍ଷିଣ ଆଫ୍ରିକାର ଦୁଇ ଖେଳାଳି ମଧ୍ୟ ବର୍ଷର ଦିନିକିଆ ଦଳରେ ସ୍ଥାନ ପାଇବାରେ ସଫଳ ହୋଇଛନ୍ତି। ଏହି ଦଳରେ ନ୍ୟୁଜିଲାଣ୍ଡର ଜଣେ ଖେଳାଳି ସ୍ଥାନ ପାଇଛନ୍ତି।

ଦିନିକିଆ ଟିମ ଅଫ ଦି ଇୟର
ରୋହିତ ଶର୍ମା (କ୍ୟାପଟେନ) ଭାରତ, ଶୁବମାନ ଗିଲ (ଭାରତ), ଟ୍ରାଭିସ ହେଡ (ଅଷ୍ଟ୍ରେଲିଆ), ବିରାଟ କୋହଲି (ଭାରତ), ଡାରିଲ ମିଚେଲ (ନ୍ୟୁଜିଲ୍ୟାଣ୍ଡ), ହେନ୍ରିଚ କ୍ଲାସେନ (ଦକ୍ଷିଣ ଆଫ୍ରିକା), ମାର୍କୋ ଜନସେନ (ଦକ୍ଷିଣ ଆଫ୍ରିକା), ଆଡାମ ଜାମ୍ପା (ଅଷ୍ଟ୍ରେଲିଆ) ), ମହମ୍ମଦ ସିରାଜ (ଭାରତ), କୁଲଦୀପ ଯାଦବ, (ଭାରତ), ମହମ୍ମଦ ଶାମି (ଭାରତ)

Related Articles

Back to top button