ଅନ୍ତର୍ଜାତୀୟ

ରୁଷିଆର ପ୍ରତିରକ୍ଷା ମନ୍ତ୍ରୀ ସର୍ଗେଇ ଶୋଏଗୁ କହିଛନ୍ତି ରୁଷିଆ ସୈନ୍ୟ ୟୁକ୍ରେନର ଅବଦିଭକା ସହରକୁ ସମ୍ପୂର୍ଣ୍ଣ ଭାବେ ନିଜ ଦଖଲକୁ ନେଇଛନ୍ତି

ରୁଷିଆର ପ୍ରତିରକ୍ଷା ମନ୍ତ୍ରୀ ସର୍ଗେଇ ଶୋଏଗୁ କହିଛନ୍ତି ରୁଷିଆ ସୈନ୍ୟ ୟୁକ୍ରେନର ଅବଦିଭକା ସହରକୁ ସମ୍ପୂର୍ଣ୍ଣ ଭାବେ ନିଜ ଦଖଲକୁ ନେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଲେଫ୍ଟନାଣ୍ଟ ଜେନେରାଲ ଆଣ୍ଡ୍ରେ ମର୍ଡଭିଚେଭଙ୍କ ନେତୃତ୍ୱରେ ସୈନ୍ୟମାନେ ଏହି ସଫଳତା ହାସଲ କରିଛନ୍ତି।

ଅବଦିଭକାରେ, ୟୁକ୍ରେନ ପତାକାକୁ କାଢ଼ି ରୁଷିଆର ପତାକା ଲଗା ଯାଇଛି। ରାଷ୍ଟ୍ରପତି ଭ୍ଲାଡିମୀର ପୁଟିନ ଏଥିପାଇଁ ସୈନିକମାନଙ୍କୁ ପ୍ରଶଂସା କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com