ଓଡ଼ିଶା

ଦରଦାମ ବୃଦ୍ଧିରେ ଓଡ଼ିଶା ଦେଶରେ ଏକ ନମ୍ବର

ଦରଦାମ ବୃଦ୍ଧିରେ ଓଡ଼ିଶା ଦେଶରେ ଏକ ନମ୍ବର । ଏପ୍ରିଲ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି ହାର ୭.୧ ପ୍ରତିଶତ ରହିଛି । ଏଥିସହ ଲଗାତର ଷଷ୍ଠ ମାସ ପାଇଁ ଓଡ଼ିଶାର ରିଟେଲ ଇନଫ୍ଲେସନ ୭ ପ୍ରତିଶତ ଉପରେ ରହିଛି ।

ଅପରପକ୍ଷରେ ଦିଲ୍ଲୀରେ ଖୁଚୁରା ମୁଦ୍ରାସ୍ଫୀତି ହାର ସର୍ବନିମ୍ନ ୨.୨ ପ୍ରତିଶତ ରହିଛି । କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ସଦ୍ୟତମ ଖୁଚୁରା ମୁଦ୍ରାସ୍ଫୀତି ତଥ୍ୟରୁ ମିଳିଛି ଏମିତି ଚିନ୍ତାଜନକ ତଥ୍ୟ ।

Related Articles

Back to top button
WP Twitter Auto Publish Powered By : XYZScripts.com