ଓଡ଼ିଶା

ଏଡିଜେ କୋର୍ଟରେ ହାଜର ହେଲେ ମମିତା ହତ୍ୟାକାଣ୍ଡର ଅଭିଯୁକ୍ତ ଗୋବିନ୍ଦ ସାହୁ

କଣ୍ଟାବାଞ୍ଜି: ବହୁ ଚର୍ଚ୍ଚିତ ମମିତା ହତ୍ୟାକାଣ୍ଡ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ତାର ସହଯୋଗୀ ରାଧେଶ୍ୟାମ ଚଣ୍ଡୀ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ହାଜର ହୋଇଛନ୍ତି। ହାଇକୋର୍ଟ ଗୋବିନ୍ଦ ସାହୁଙ୍କୁ ୧୫ ଦିନିଆ ଅନ୍ତରୀଣ ଜାମିନ ଆଦେଶ ପରେ ଆଜି କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ହାଜର ହୋଇଛନ୍ତି ଗୋବିନ୍ଦ। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗୋବିନ୍ଦ ଏବଂ ତାର ସହଯୋଗୀ କୋର୍ଟରେ ହାଜର ହୋଇଛନ୍ତି।

Related Articles

Back to top button