ପୁଣି ବଢିଲା ଲାଲୁ ପ୍ରସାଦ ଯାଦବଙ୍କ ସମସ୍ୟା । ସୋମବାର ସେ ପ୍ରବର୍ତ୍ତନ ନିର୍ଦେଶାଳୟର ପାଟନାସ୍ଥିତ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଇଡି ଟିମ୍ ତାଙ୍କୁ ପଚରାଉଚରା କରୁଛି।…