ଭୁବନେଶ୍ୱର, ୦୧/୧୨/୨୦୨୨- ଡିସେମ୍ବର ୪ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବର ସମ୍ଭାବନା ରହିଛି । ୫ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ…