ସ୍ୱାସ୍ଥ୍ୟ

ରାଉରକେଲାରେ ଡାଇରିଆରେ ମୃତକଙ୍କ ସଂଖ୍ୟା ୮ରେ ପହଞ୍ଚିଛି

ରାଉରକେଲାରେ ଡାଇରିଆରେ ମୃତକଙ୍କ ସଂଖ୍ୟା ୮ ରେ ପହଞ୍ଚିଛି। ଆକ୍ରାନ୍ତ ହୋଇଥିବା ଆଉ ଦୁଇଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ରାଉରକେଲା ପ୍ଲାଣ୍ଟସାଇଟ ଅଞ୍ଚଳର ମହମ୍ମଦ ଅସଲମ ଓ ରାଉରକେଲା ଗାନ୍ଧୀରୋଡର ଅତୁଲ କିସାନ ।

ପୂର୍ବରୁ ରାଉରକେଲା ରେଳ ଷ୍ଟେସନ୍ ନିକଟ ନୀଳାଚଳ ହୋଟେଲର ମାଲିକ ପ୍ରଣବ କିଶୋର ସ୍ବାଇଁ ଆଖି ବୁଜିଥିଲେ। ହାଇଟେକ ମେଡିକାଲ କଲେଜରେ ୨୫ଜଣ ଆକ୍ରାନ୍ତ ଭର୍ତ୍ତି ହୋଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com