Breaking NewsFeaturedଜାତୀୟ

ବାୟୁ ପ୍ରଦୂଷଣ ଯୋଗୁ ଭାରତରେ ପ୍ରତିବର୍ଷ ୨୧.୮ ଲକ୍ଷ ଲୋକଙ୍କ ଜୀବନ ଯାଉଛି

ବିଭିନ୍ନ ଉତ୍ସରୁ ହେଉଥିବା ବାୟୁ ପ୍ରଦୂଷଣ ଯୋଗୁ ଭାରତରେ ପ୍ରତିବର୍ଷ ୨୧.୮ ଲକ୍ଷ ଲୋକଙ୍କ ଜୀବନ ଯାଉଛି। ପ୍ରଦୂଷଣ ମୃତ୍ୟୁରେ ଚାଇନା ପରେ ଭାରତ ଦ୍ୱିତୀୟ ସ୍ଥାନରେ ରହିଥିବା ବିଏମ୍‌ଜିରେ ପ୍ରକାଶିତ ଏକ ଅଧ୍ୟୟନରୁ ଜଣାପଡ଼ିଛି।

ଶିଳ୍ପ, ବିଦ୍ୟୁତ୍‌ ଉତ୍ପାଦନ ଏବଂ ପରିବହନରେ କୋଇଲାକୁ ଇନ୍ଧନ ଭାବେ ବ୍ୟବହାର କରାଯିବା ଯୋଗୁ ବିଶ୍ୱବ୍ୟାପୀ ପ୍ରତିବର୍ଷ ଅଧିକ ୫୧ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟୁଛି। ୨୦୧୯ରେ ବିଭିନ୍ନ ଉତ୍ସରୁ ହେଉଥିବା ବାୟୁ ପ୍ରଦୂଷଣ ଯୋଗୁ ବିଶ୍ୱବ୍ୟାପୀ ମୋଟ ୮୩ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଥିବା ଆକଳନ କରାଯାଇଛି।

Related Articles

Back to top button