ଓଡ଼ିଶା

ଆଉ ୩ ଦିନ ବଢିଲା ବିଶ୍ୱ ଓଡିଆ ଭାଷା ସମ୍ମିଳନୀ

ଆଉ ୩ ଦିନ ବଢିଲା ବିଶ୍ୱ ଓଡିଆ ଭାଷା ସମ୍ମିଳନୀ । ଭୁବନେଶ୍ୱରର ଜନତା ମୈଦାନରେ ଶନିବାରଠାରୁ ଏହି ସମ୍ମିଳନୀ ଆରମ୍ଭ ହୋଇଥିଲା । ଏହା ଆଜି ସରିବାର ଥିଲେ ବି ଏହାକୁ ଆଉ ୩ ଦିନ ବଢାଇବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏଣିକି ପ୍ରତି ୫ ବର୍ଷରେ ଥରେ ଏହି ବିଶ୍ୱ ଓଡିଆ ଭାଷା ସମ୍ମିଳନୀ କରାଯିବ । ଦେଶ ବିଦେଶରୁ ୧୦୦ରୁ ଅଧିକ ଭାଷାବିତ୍ ସମ୍ମିଳନୀରେ ସାମିଲ୍ ହୋଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com