ମିସ୍ ୟୁନିଭର୍ସ ୨୦୨୩ ଟାଇଟଲ ଜିତିଛନ୍ତି ନିକାରାଗୁଆର ଶେନିସ ପାଲାସିଓସ୍। ୭୨ତମ ମିସ୍ ୟୁନିଭର୍ସ ପ୍ରତିଯୋଗିତା ଫାଇନାଲ ରବିବାର ଅଲ ସାଲ୍ବାଡୋରର ରାଜଧାନୀ ସାନ ସାଲ୍ବାଡୋରରେ ଅନୁଷ୍ଠିତ…