Breaking NewsFeaturedଅନ୍ତର୍ଜାତୀୟ

ଚୀନ୍‌ ରୋଗ ଦେଶରେ ଆତଙ୍କ

କରୋନା ପରେ ଚୀନ୍‌ରେ ବ୍ୟାପିଥିବା ରହସ୍ୟମୟ ରୋଗ ଏବେ ବିଶ୍ୱର ବହୁ ଦେଶରେ ଆତଙ୍କ ସୃଷ୍ଟି କରିଛି। ଭାରତରେ ମଧ୍ୟ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ କରୋନା ପରି ଗାଇଡ୍‌ଲାଇନ୍ ପାଳନ କରିବାକୁ ପରାମର୍ଶ ଦେଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୋଭିଡ୍ ୧୯ ସମୟର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ନିୟମ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି । ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ କରୋନା ସମୟ ପରି ନିୟମ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲା ଓ ରାଜ୍ୟମାନଙ୍କ ପକ୍ଷରୁ ସମସ୍ତ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com