ଜାତୀୟ

ଯୋଗଗୁରୁ ବାବ ରାମଦେବ ଓ ପତଞ୍ଜଳି ନିର୍ଦ୍ଦେଶକ ଆଚାର୍ଯ୍ୟ ବାଳକୃଷ୍ଣଙ୍କୁ ମିଳିଳା ଆଶ୍ୱସ୍ତି

ଯୋଗଗୁରୁ ବାବ ରାମଦେବ ଓ ପତଞ୍ଜଳି ନିର୍ଦ୍ଦେଶକ ଆଚାର୍ଯ୍ୟ ବାଳକୃଷ୍ଣଙ୍କୁ ମିଳିଳା ଆଶ୍ୱସ୍ତି। ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ରାମଦେବ ଓ ବାଳକୃଷ୍ଣଙ୍କୁ ବ୍ୟକ୍ତିଗତ ରୂପେ ହାଜର ହେବା ଉପରେ ସୁପ୍ରିମକୋର୍ଟ ଆଶ୍ୱସ୍ତି ଦେଇଛନ୍ତି।

ତେବେ ଗୋଟିଏ ପଟେ ବାବା ରାମଦେବକୁ ଆଶ୍ୱସ୍ତି ମିଳିଥିବା ବେଳେ ଅନ୍ୟପଟେ କୋର୍ଟ ଇଣ୍ଡିଆନ୍‌ ମେଡିକାଲ୍‌ ଆସୋସିଏସନ୍‌ ଉପରେ ବର୍ଷିଛନ୍ତି।

Related Articles

Back to top button