ଭୁବନେଶ୍ୱର; ୧୪/୦୮/୨୦୨୫: ଓଡ଼ିଶା ଉର୍ଦ୍ଦୁ ଏକାଡ଼େମୀ ପକ୍ଷରୁ ଆଜି ଏକ ରାଜ୍ୟସ୍ତରୀୟ ଉର୍ଦ୍ଦୁ କବି ସମ୍ମିଳନୀ(ମୁଶାଏରା ) କାର୍ଯ୍ୟକ୍ରମ କଟକସ୍ଥିତ ପାନ୍ଥନିବାସଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ…