Featuredଅନ୍ତର୍ଜାତୀୟଜାତୀୟ

ଆଫଗାନିସ୍ତାନ ଓ ତାଜିକସ୍ତାନ ସମେତ ମଣିପୁରରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ: ଆଫଗାନିସ୍ତାନ ଓ ତାଜିକସ୍ତାନରେ ଭୂକମ୍ପ ହୋଇଛି । ରିକ୍ଟର ସ୍କେଲରେ ଆଫଗାନିସ୍ତାନରେ ୪.୧ ତୀବ୍ରତାର ଭୂମିକମ୍ପ ହୋଇଥିବା ବେଳେ ତାଜିକସ୍ତାନରେ ୪.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି। ଏଥିରେ କୌଣସି ସ୍ଥାନରେ ବଡ଼ଧରଣର କ୍ଷୟକ୍ଷତିର ସୂଚନା ମିଳିପାରିନାହିଁ। ମଣିପୁରରେ ମଧ୍ୟ ୩.୨ ତୀବ୍ରତାର ଭୂମିକମ୍ପଜ ଅନୁଭୂତ ହୋଇଥିବାର ସୂଚନା ମିଳିଛି।

Related Articles

Back to top button