Breaking NewsFeaturedରାଜନୀତି

୨୦୨୪ ନିର୍ବାଚନରେ ସବୁ ପୁରୁଣା ରେକର୍ଡ ଭାଙ୍ଗିବ ବିଜେଡି

୨୦୨୪ ନିର୍ବାଚନରେ ସବୁ ପୁରୁଣା ରେକର୍ଡ ଭାଙ୍ଗିବ ବିଜେଡି। ସିଟ୍ ସଂଖ୍ୟା ବୃଦ୍ଧି ପାଇବା ସହ ଷଷ୍ଠଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବେ। ବିକାଶ କାମରେ ଲୋକେ ଖୁସି ଓ ନବୀନଙ୍କ ପ୍ରତି ଲୋକଙ୍କ ଆସ୍ଥା ଅତୁଟ ରହିଛି ବୋଲି କହିଛନ୍ତି ବରିଷ୍ଠ ବିଜେଡି ନେତା ଅନଙ୍ଗ ଉଦୟ ସିଂହଦେଓ।

ପଶ୍ଚିମ ଓଡ଼ିଶାରେ ଉଭୟ ବିଧାନସଭା ଓ ସଂସଦୀୟ କ୍ଷେତ୍ରରେ ୨୦୧୯ ଅପେକ୍ଷା ଦଳ ଭଲ ପ୍ରଦର୍ଶନ କରିବ। ଅନ୍ୟପଟେ ବିଜେଡି ସଂଗଠନକୁ ତୃଣମୂଳସ୍ତରରୁ ମଜବୁତ କରି ଆଗକୁ ବଢିଚାଲିଛି।

Related Articles

Back to top button
WP Twitter Auto Publish Powered By : XYZScripts.com