ଅନ୍ତର୍ଜାତୀୟ

ଆଫଗାନିସ୍ତାନରେ ତାଲିବାନ ସରକାର କ୍ଷମତାକୁ ଆସିବା ପରଠାରୁ କ୍ରମାଗତ ଭାବେ ନୂଆ ନୂଆ ନିର୍ଦ୍ଦେଶନାମା ଜାରି କରାଯାଉଛି

ଆଫଗାନିସ୍ତାନରେ ତାଲିବାନ ସରକାର କ୍ଷମତାକୁ ଆସିବା ପରଠାରୁ କ୍ରମାଗତ ଭାବେ ନୂଆ ନୂଆ ନିର୍ଦ୍ଦେଶନାମା ଜାରି କରାଯାଉଛି। ଏହି କ୍ରମରେ ତାଲିବାନ ଆଉ ଏକ ନୂଆ ନିର୍ଦ୍ଦେଶନାମା ଜାରି କରିଛି।

କୁହାଯାଉଛି ଯେ ଏହା ଏକ ଅଢ଼େଇ ଦଶନ୍ଧି ପୁରୁଣା ଆଇନ, ଯାହାପୁଣି ଥରେ କାର୍ଯ୍ୟକାରୀ ହୋଇଛି। ତାଲିବାନର ଗଡ଼ କାନ୍ଦାହାରରେ ଏହି ନୂଆ ନିର୍ଦ୍ଦେଶ ଲାଗୁ ହେବ। ନୂଆ ନିର୍ଦ୍ଦେଶନାମା ଅନୁଯାୟୀ, କାନ୍ଦାହାରର ଅଧିକାରୀମାନେ ଆଉ ଜୀବନ୍ତ ବ୍ୟକ୍ତିର ଫଟୋ କିମ୍ବା ଭିଡିଓ ଉଠାଇ ପାରିବେ ନାହିଁ।

Related Articles

Back to top button
WP Twitter Auto Publish Powered By : XYZScripts.com