ଶିକ୍ଷା

ଆଜି ଠୁ ଯୁକ୍ତ ଦୁଇ ପରୀକ୍ଷା

ଆଜି ଠୁ ଯୁକ୍ତ ଦୁଇ ପରୀକ୍ଷା। ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ। ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀ ଦେବେ ସାହିତ୍ୟ ପରୀକ୍ଷା । ୧୭ରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ।

ଚଳିତ ବର୍ଷ ୩ଲକ୍ଷ ୮୪ ହଜାର ୯୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛି ଯୁକ୍ତ ଦୁଇ ପରିଷଦ। ପରୀକ୍ଷା ପାଇଁ ଅଧଘଣ୍ଟା ଆଗରୁ ଛାତ୍ରଛାତ୍ରୀମାନେ କେନ୍ଦ୍ରରେ ପହଞ୍ଚିବେ। ୧୫ ମିନିଟ୍ ପୂର୍ବରୁ ହଲ୍ ପ୍ରବେଶ ସହ ୧୦ ମିନିଟ୍ ପୂର୍ବରୁ ଖାତା ପାଇବେ।

Related Articles

Back to top button