ବାଣିଜ୍ୟ

ଜାନୁଆରୀ ୨୬ ପୂର୍ବରୁ ଓଡ଼ିଶାରେ ମିଳିବ ୫-ଜି ସେବା

ଭୁବନେଶ୍ୱର, ୨୯/୧୨/୨୦୨୨-  ଜାନୁଆରୀ ୨୬ ପୂର୍ବରୁ ଓଡ଼ିଶାରେ ୫-ଜି ସେବା ଆରମ୍ଭ ହେବ । ଏହି ଘୋଷଣା କରିଛନ୍ତି କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।  ଏହା ସହ ମନ୍ତ୍ରୀ କହିଛନ୍ତି ଯେ, ‘ଓଡ଼ିଶାକୁ ପ୍ରଥମ ପର୍ଯ୍ୟାୟରେ ୫-ଜି ମିଳିବ କହିଥିଲି । ଟେଲିକମରେ ଅବହେଳା ନେଇ ଯେଉଁ ଅଭିଯୋଗ ହେଉଥିଲା, ତାହା ଶେଷ ହେବ । ମୋଦି ସରକାର ଟେଲିକମରେ ଓଡ଼ିଶାକୁ ୫ ହଜାର ୬ ଶହ କୋଟି ଟଙ୍କା ଦେଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com