ଓଡ଼ିଶା

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି, ଯାହାକି ଆଜି ଅନୁଷ୍ଠିତ ହେବ। ଏହି ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ । ପ୍ରାୟତଃ ୩ ରୁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ ।

ମାଘ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Related Articles

Back to top button