ରାଜନୀତି

ନିର୍ବାଚନକୁ ଶାନ୍ତିଶୃଙ୍ଖଳା ତଥା ଅବାଧରେ କରିବା ନିମନ୍ତେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି

ନିର୍ବାଚନକୁ ଶାନ୍ତିଶୃଙ୍ଖଳା ତଥା ଅବାଧରେ କରିବା ନିମନ୍ତେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥିନିମନ୍ତେ ସମଗ୍ର ଦେଶରେ ସେଣ୍ଟ୍ରାଲ ଆର୍ମଡ ଫୋର୍ସ ମୁତୟନ କରାଯାଉଛି। ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାକୁ ୭୫ କମ୍ପାନୀ ଫୋର୍ସ ଯୋଗାଇ ଦିଆଯାଇଛି।

ସେମାନଙ୍କୁ ୧୫ ଜିଲ୍ଲାରେ ମୁତୟନ କରାଯିବ । ଆସନ୍ତା କିଛି ଦିନ ମଧ୍ୟରେ ଆଉ ୬୦ କମ୍ପାନୀ ଫୋର୍ସ ପହଞ୍ଚିବେ ବୋଲି କହିଛନ୍ତି ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର ।

Related Articles

Back to top button