ରାଜନୀତି

ହାତ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ

ହାତ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ। କଂଗ୍ରେସରୁ ଇସ୍ତଫା ନେଇ ପ୍ରେସମିଟରେ ଘୋଷଣା କରିଛନ୍ତି ନବୀନ। ଢେଙ୍କାନାଳ ଜିଲ୍ଲା କଂଗ୍ରେସ ପୂର୍ବତନ ସଭାପତି ସରୋଜ ପଟ୍ଟନାୟକ ମଧ୍ୟ ଦଳ ଛାଡ଼ିଛନ୍ତି।

ସେହିପରି ଓଡାପଡା ବ୍ଲକ ସଭାପତି ପ୍ରମୋଦ କୁମାର ନାୟକ, ଢେଙ୍କାନାଳ ଟାଉନ କଂଗ୍ରେସ ସଭାପତି ହାଇଦର ମହମ୍ମଦ, ସଦର ବ୍ଲକ କଂଗ୍ରେସ ସଭାପତି ଅଖିଳ ମୋହନ ଖୁଣ୍ଟିଆ ମଧ୍ୟ ଦଳରୁ ଇସ୍ତଫା ଦେଇଛନ୍ତି।

Related Articles

Back to top button