ଓଡ଼ିଶା

ରାଜ୍ୟର ସମସ୍ତ ସହରାଞ୍ଚଳରୁ ହଟିଲା ନାଇଟ୍ କର୍ଫ୍ୟୁ, କରୋନା ସଂକ୍ରମଣ ହ୍ରାସ ଯୋଗୁଁ ନିଷ୍ପତ୍ତି

ଭୁବନେଶ୍ବର() ଶୁକ୍ରବାରଠୁ ରାଜ୍ୟରେ ହଟିଲା ନାଇଟ୍ କର୍ଫ୍ୟୁ । ରାଜ୍ୟର ସମସ୍ତ ସହରାଞ୍ଚଳରେ ଲାଗୁ ହୋଇଥିବା ନାଇଟ୍ କର୍ଫ୍ୟୁକୁ ହଟାଇ ଦିଆଯାଇଛି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ରାଜ୍ୟରେ ନାଇଟ୍ କର୍ଫ୍ୟୁ ଜାରି କରାଯାଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com