ଅନ୍ତର୍ଜାତୀୟରାଜନୀତି

ନିର୍ବାଚନୀ ବର୍ଷରେ ଆମେରିକା ସରକାର ଆଉ ୫ ଦିନ ପରେ ଆଂଶିକ ଶଟ୍‌ଡାଉନ୍‌ର ସମ୍ମୁଖୀନ ହେବାକୁ ଯାଉଛନ୍ତି

ନିର୍ବାଚନୀ ବର୍ଷରେ ଆମେରିକା ସରକାର ଆଉ ୫ ଦିନ ପରେ ଆଂଶିକ ଶଟ୍‌ଡାଉନ୍‌ର ସମ୍ମୁଖୀନ ହେବାକୁ ଯାଉଛନ୍ତି। ଏଥିରୁ ବର୍ତ୍ତିବା ଲାଗି ଆଇନ ପ୍ରଣେତାମାନେ ଉଦ୍ୟମ ଚଳାଇଥିବାବେଳେ ଏହାକୁ ନେଇ ସୋମବାର ଆମେରିକା କଂଗ୍ରେସରେ ଝଡ଼ ସୃଷ୍ଟି ହୋଇଛି।

ୟୁକ୍ରେନ୍‌, ଇସ୍ରାଏଲ୍‌ ଏବଂ ତାଇଓ୍ବାନକୁ ସହାୟତା ଯୋଗାଇବା ଆମେରିକା ପାଇଁ ଜରୁରୀ ହୋଇଥିବାବେଳେ ରିପବ୍ଲିକାନ୍‌ ପାର୍ଟି ନିୟନ୍ତ୍ରଣରେ ଥିବା ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ରେ ସରକାର ଅଡ଼ୁଆରେ ପଡ଼ିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com