ମନୋରଞ୍ଜନ

‘ବଡେ ମିୟାଁ ଛୋଟେ ମିୟାଁ’ର ଟ୍ରେଲର ରିଲିଜ୍ ହୋଇଛି

‘ବଡେ ମିୟାଁ ଛୋଟେ ମିୟାଁ’ର ଟ୍ରେଲର ରିଲିଜ୍ ହୋଇଛି, ଯଦି ଏହି ତିନି ମିନିଟ୍ ୩୧ ସେକେଣ୍ଡ୍ ଟ୍ରେଲରରେ କିଛି ଦେହିବାକୁ ମିଳେ ତାହା ହେଉଛି କେବଳ ଆକ୍ସସ୍ ହିଁ ଆକ୍ସନ୍।

କିନ୍ତୁ ଯଦି ଆପଣ ସିନେମାର ଜଣେ ପ୍ରଶଂସକ ଏବଂ ଲାଗାତର ସର୍ବଶେଷ ଫିଲ୍ମ ଉପରେ ନଜର ରଖନ୍ତି, ତେବେ ଏହି ୨୧୧ ସେକେଣ୍ଡର ଭିଡିଓରେ ଆପଣ ଅନେକ ଫିଲ୍ମର ଝଲକ ପାଇବେ।

Related Articles

Back to top button