ଅନ୍ତର୍ଜାତୀୟ

ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’ ତାଙ୍କ ୧୮ ମାସର କାର୍ଯ୍ୟକାଳ ମଧ୍ୟରେ ସୋମବାର ଚତୁର୍ଥ ଥର ପାଇଁ ଆସ୍ଥାଭୋଟ ଲୋଡ଼ିବାକୁ ଯାଉଛନ୍ତି

ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’ ତାଙ୍କ ୧୮ ମାସର କାର୍ଯ୍ୟକାଳ ମଧ୍ୟରେ ସୋମବାର ଚତୁର୍ଥ ଥର ପାଇଁ ଆସ୍ଥାଭୋଟ ଲୋଡ଼ିବାକୁ ଯାଉଛନ୍ତି।

ସହଯୋଗୀ ଜନତା ସମାଜବାଦୀ ପାର୍ଟି ନେପାଳ ଦଳରେ ବିଭାଜନ ପରେ ଗତ ୧୩ ତାରିଖରେ ଉପେନ୍ଦ୍ର ଯାଦବଙ୍କ ଦଳ ପ୍ରଚଣ୍ଡଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରୁ ସମର୍ଥନ ପ୍ରତ୍ୟାହାର କରିନେଇଥିଲା। ଯାଦବ ମଧ୍ୟ ଉପପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com