ବିହାର, ୦୯/୦୮/୨୦୨୨- ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଙ୍ଗଳବାର ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି । ସେ ରାଜ୍ୟପାଳଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ।…