କ୍ରୀଡ଼ା

ଟି୨୦ ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆ ଚୟନ କେବେ ବି ହୋଇପାରେ

ଟି୨୦ ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆ ଚୟନ କେବେ ବି ହୋଇପାରେ। ଓ୍ବେଷ୍ଟଇଣ୍ଡିଜ ଏବଂ ଆମେରିକାରେ ହେବାକୁ ଥିବା ଏହି ଆଇସିସି ଟୁର୍ନାମେଣ୍ଟ ଲାଗି ଈଶାନ କିଶନ ବଡ଼ ଦାବିଦାର ବୋଲି କୁହାଯାଉଛି।

ଏବେ ତାଙ୍କ ଚୟନ ହେବ କି ନାହିଁ ଜଣାପଡ଼ି ନ ଥିଲେ ହେଁ ବିସିସିଆଇ ପକ୍ଷରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତାଙ୍କ ଉପରେ ଜରିମାନା ଲଗାଯାଇଛି।

Related Articles

Back to top button