ରାଜନୀତି

ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ମୋଟ ୨ ଲକ୍ଷ ୫୫ ହଜାର କୋଟିର ବଜେଟ ଆଣିଛନ୍ତି ରାଜ୍ୟ ସରକାର।

ସେଥିରୁ ୧ ଲକ୍ଷ ୧୮ ହଜାର କୋଟି ଟଙ୍କାର କାମଚଳା ବଜେଟ ରହିଛି। ତେବେ ଏଥିରେ ସରକାର ମେଟ୍ରୋ ପ୍ରକଳ୍ପକୁ ପ୍ରାଧାନ୍ୟ ଦେଇଥିବା ଦେଖିବାକୁ ମିଳିଛି। ବଜେଟରେ ରେଳ ପ୍ରକଳ୍ପ ପାଇଁ ସରକାର ୭୦୦ କୋଟି ଟଙ୍କାର ବ୍ୟୟବରାଦ କରିଥିବା ବେଳେ ମେଟ୍ରୋ ପ୍ରକଳ୍ପ ପାଇଁ ୧୦୦୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com