ରାଜନୀତି

ଲୋକସଭା ନିର୍ବାଚନ ଲଢ଼ିବାକୁ ବିଜେପି ଅଫର ଦେଇଥିଲା

ଲୋକସଭା ନିର୍ବାଚନ ଲଢ଼ିବାକୁ ବିଜେପି ଅଫର ଦେଇଥିଲା। କିନ୍ତୁ ଲୋକସଭା ନିର୍ବାଚନ ଲଢ଼ିବା ପାଇଁ ଯେଉଁ ଭଳି ପାଣ୍ଠି ଦରକାର ତାହା ନଥିବାରୁ ବେଶ ବିନମ୍ରର ସହ ସେ ଦଳର ପ୍ରସ୍ତାବକୁ ଅଗ୍ରାହ୍ୟ କରି ଦେଇଥିବା ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି।

ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ତାଙ୍କୁ ଆନ୍ଧ୍ର ପ୍ରଦେଶ କିମ୍ବା ତାମିଲନାଡୁରୁ ଲୋକସଭା ନିର୍ବାଚନ ଲଢ଼ିବାକୁ ପ୍ରସ୍ତାବ ଦେଇଥିଲେ ବୋଲି ନିର୍ମଳା କହିଛନ୍ତି।

Related Articles

Back to top button