କ୍ରୀଡ଼ା

ଗୁଗଲ ପକ୍ଷରୁ ସର୍ବାଧିକ ସର୍ଚ୍ଚ କରାଯାଇଥବା ଖେଳାଳିଙ୍କ ଏକ ତାଲିକା ପ୍ରକାଶ ପାଇଛି

ଗୁଗଲ ପକ୍ଷରୁ ସର୍ବାଧିକ ସର୍ଚ୍ଚ କରାଯାଇଥବା ଖେଳାଳିଙ୍କ ଏକ ତାଲିକା ପ୍ରକାଶ ପାଇଛି। କ୍ରିକେଟରଙ୍କ ମଧ୍ୟରେ ବିରାଟ କୋହଲି ଏହି ତାଲିକାର ପ୍ରଥମ ସ୍ଥାନରେ ରହିଥିବା ବେଳେ ବିଶ୍ୱରେ ସବୁଠାରୁ ଅଧିକ ଖୋଜା ଯାଇଥିବା ଆଥଲେଟଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ରହିଛନ୍ତି କ୍ରିଷ୍ଟିଆନୋ ରୋନାଲ୍ଡୋ।

ବିଗତ ୨୫ ବର୍ଷ ମଧ୍ୟରେ ସର୍ବାଧିକ ସର୍ଚ୍ଚ କରାଯାଇଥିବା ଖେଳାଳିଙ୍କ ତାଲିକାର ଏକ ଭିଡିଓ ଗୁଗଲ ଏହାର ସୋସିଆଲ ମିଡିଆ ଆକାଉଣ୍ଟରେ ପୋଷ୍ଟ କରିଥିଲା।

Related Articles

Back to top button