ମନୋରଞ୍ଜନ

ଫିଲ୍ମ ‘ଫାଇଟର୍‌’ ଆରମ୍ଭ ଦିନରୁ ହିଟ୍‌ ସାବ୍ୟସ୍ତ ହୋଇଛି

ଜାନୁଆରୀ ୨୫ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିବା ହ୍ରିତିକ ରୋଶନ-ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଫାଇଟର୍‌’ ଆରମ୍ଭ ଦିନରୁ ହିଟ୍‌ ସାବ୍ୟସ୍ତ ହୋଇଛି। ଫିଲ୍ମଟି ପ୍ରଥମ ଦିନରୁ ବହୁତ ଭଲ ରୋଜଗାର କରିଛି।

ବକ୍ସ ଅଫିସରେ ଜବରଦସ୍ତ ରୋଜଗାର ହେବା ପରେ ‘ଫାଇଟର୍‌’ ଦ୍ୱିତୀୟ ଦିନରେ ଟିକେଟ ଓିଣ୍ଡୋରେ ବମ୍ପର ରୋଜଗାର କରିଥିଲା। ତୃତୀୟ ଏବଂ ଚତୁର୍ଥ ଦିନରେ ଭଲ ରୋଜଗାର କରି ସିଦ୍ଧାର୍ଥ ଆନନ୍ଦଙ୍କ ନିର୍ଦ୍ଦେଶିତ ଫିଲ୍ମଟି ୧୦୦ କୋଟି ଟଙ୍କାର କ୍ଲବରେ ପ୍ରବେଶ କରିଛି।

Related Articles

Back to top button
WP Twitter Auto Publish Powered By : XYZScripts.com