ରାଜନୀତି

ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଆରମ୍ଭ

ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଆରମ୍ଭଠାରୁ ଗତ ୨୧ ତାରିଖ ପର୍ଯ୍ୟନ୍ତ ଭୋଟର ତାଲିକାରେ ଯୋଗହୋଇଥିବା ଓ ବାଦ୍‌ ପଡ଼ିଥିବା ଭୋଟରଙ୍କ ଜିଲାୱାରି ତଥ୍ୟ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ପ୍ରଦାନ କରାଯାଇଛି।

ମୋଟ୍‌ ୩୦୧୧୧୫ ଜଣ ଭୋଟର ତାଲିକାରେ ଯୋଗ ଦେଇଥିବାବେଳେ ମୋଟ୍‌ ୮୦,୦୩୦ ଜଣ ଭୋଟର ତାଲିକାରୁ ବାଦ୍‌ ପଡ଼ିଥିବା ମୁଖ୍ୟ ନିର୍ବାଚନ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ କରାଯାଇଛି। ଏ ସମ୍ପର୍କରେ ସବିଶେଷ ସୂଚନା ସମ୍ପୃକ୍ତ ଜିଲାର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଲବ୍ଧ ଅଛି।

Related Articles

Back to top button
WP Twitter Auto Publish Powered By : XYZScripts.com