ଜାତୀୟ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ କୋର୍ଟ ଦ୍ୱାରସ୍ଥ ହୋଇଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ କୋର୍ଟ ଦ୍ୱାରସ୍ଥ ହୋଇଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଅବନକାରୀ ଦୁର୍ନୀତି ମାମଲାରେ ପାଞ୍ଚ ଥର ସମନ କରିବା ପରେ ମଧ୍ୟ ଇଡି ନିକଟରେ ହାଜର ନ ହେବାରୁ କୋର୍ଟର ଦ୍ୱାରସ୍ତ ହୋଇଛି ତଦନ୍ତକାରୀ ସଂସ୍ଥା।

ନୂଆଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ ବୁଧବାର ଦିନ ଏହି ମାମଲାର ଶୁଣାଣି କରିବେ।

Related Articles

Back to top button