ଜାତୀୟ

ପାଖେଇ ଆସିଲାଣି ମାଟ୍ରିକ ପରୀକ୍ଷା

ପାଖେଇ ଆସିଲାଣି ମାଟ୍ରିକ ପରୀକ୍ଷା । ମଝିରେ ରହିଲା ଆଉ ମାତ୍ର ୨ ସପ୍ତାହ । ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ପରୀକ୍ଷା । ଏଥିପାଇଁ ତତ୍ପର ମାଧ୍ୟମିକ ଶିକ୍ଷା ବୋର୍ଡ ।

କପି ରୋକିବାକୁ ନୂଆ ଫର୍ମୂଲା ସ୍ୱରୂପ ଏଣିକି ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପଶିବେ ପରୀକ୍ଷାର୍ଥୀ । ଅର୍ଥାତ୍ ସକାଳ ୯ ଟାରେ ପରୀକ୍ଷା ଥିବାବେଳେ ସାଢ଼େ ୭ରୁ ପରୀକ୍ଷା କେନ୍ଦ୍ରକୁ ଛଡାଯିବ ପରୀକ୍ଷାର୍ଥୀଙ୍କୁ । ୮ଟା ୧୫ ମିନିଟ୍ ପରେ ଆଉ କାହାକୁ ପ୍ରବେଶ ଅନୁମତି ମିଳିବନାହିଁ ।

Related Articles

Back to top button
WP Twitter Auto Publish Powered By : XYZScripts.com