ଶିକ୍ଷା

ସରକାରୀ ବିଦ୍ୟାଳୟରେ ୫୧, ୮୩, ୬୬୧ଛାତ୍ରଛାତ୍ରୀ ପାଠ ପଢ଼ୁଛନ୍ତି

୨୦୨୨-୨୩ ଶିକ୍ଷାବର୍ଷରେ ରାଜ୍ୟରେ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଥମରୁ ଦ୍ୱାଦଶଶ୍ରେଣୀ ପର୍ଯ୍ୟନ୍ତ ମୋଟ ୭୬, ୧୧, ୬୭୧ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ସରକାରୀ ବିଦ୍ୟାଳୟରେ ୫୧, ୮୩, ୬୬୧ଛାତ୍ରଛାତ୍ରୀ ପାଠ ପଢ଼ୁଛନ୍ତି।

୨୦୨୧-୨୨ ଶିକ୍ଷାବର୍ଷରେ ୫୧୬୪୨୮୬ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିଲେ। ତେଣୁ ସରକାରୀ ବିଦ୍ୟାଳୟରେ ନାମଲେଖା ସଂଖ୍ୟା ବଢ଼ୁଥିବା ଜଣାପଡ଼ିଛି ଏବଂ ଏଥିରେ ‘୫-ଟି’ ରୂପାନ୍ତରୀକରଣ ଓ ମୋ’ ସ୍କୁଲ ଅଭିଯାନର ଏକ ବଡ଼ ଭୂମିକା ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com