ମନୋରଞ୍ଜନ

ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟିଙ୍କ ସ୍ୱାମୀ ତଥା ବିଜନେସମ୍ୟାନ ରାଜ କୁନ୍ଦ୍ରାଙ୍କ ସାମ୍ନାରେ ଗୋଟିଏ ପରେ ଗୋଟିଏ ସମସ୍ୟା ମୁଣ୍ଡ ଟେକୁଛି

ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟିଙ୍କ ସ୍ୱାମୀ ତଥା ବିଜନେସମ୍ୟାନ ରାଜ କୁନ୍ଦ୍ରାଙ୍କ ସାମ୍ନାରେ ଗୋଟିଏ ପରେ ଗୋଟିଏ ସମସ୍ୟା ମୁଣ୍ଡ ଟେକୁଛି।

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମହାରାଷ୍ଟ୍ର ପୁଲିସ୍‌ ଓ ଦିଲ୍ଲୀ ପୁଲିସ୍‌ ପକ୍ଷରୁ ରୁଜୁ ହୋଇଥିବା ମାମଲା ଆଧାରରେ ଯାଞ୍ଚ କରି ଗତକାଲି କୁନ୍ଦ୍ରାଙ୍କ ୯୭. ୭୯ କୋଟି ଟଙ୍କାର ସମ୍ପତ୍ତିକୁ ଜବତ କରିଛି । ସମ୍ପତ୍ତି ଜବତ ହେବାପରେ ରାଜ କୁନ୍ଦ୍ରା ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରିଛନ୍ତି।

Related Articles

Back to top button