ରାଜନୀତି

ସରିଲା ଷୋଡଶ ବିଧାନସଭାର ଶେଷ ଅଧିବେଶନ

ସରିଲା ଷୋଡଶ ବିଧାନସଭାର ଶେଷ ଅଧିବେଶନ। ବିଧାନସଭା ଶେଷ ହେବା ପରେ ଗୋଟିଏ ଫ୍ରେମରେ ଉଭୟ ଶାସକ-ବିରୋଧୀଙ୍କୁ ଦେଖିବାକୁ ମିଳିଛି ।

ଶାସକ-ବିରୋଧୀ ଏକାଠି ହୋଇ ଫଟୋସୁଟ୍ କରିଛନ୍ତି ଏବଂ ପରସ୍ପରକୁ ଆଗାମୀ ରାଜନୈତିକ ଯାତ୍ରା ପାଇଁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଏହି ଫଟୋସୁଟ୍ ସମୟରେ ଅନେକ ବିଧାୟକ ଭାବବିହ୍ୱଳ ହୋଇଥିବାର ଦେଖିବାକୁ ମିଳିଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com