ଜାତୀୟ

ଦେଶର ସବୁଠାରୁ ବଡ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପରିବାରରେ ଏବେ ଗହଳି ଚହଳି ଲାଗି ରହିଛି

ଦେଶର ସବୁଠାରୁ ବଡ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପରିବାରରେ ଏବେ ଗହଳି ଚହଳି ଲାଗି ରହିଛି। ତାଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ବିବାହ ପାଇଁ ପ୍ରସ୍ତୁତି ଚାଲିଛି। ମାର୍ଚ୍ଚ ୧ ରୁ ୩ ଯାଏଁ ବିବାହର ପ୍ରି-ୱେଡିଂ କରାଯାଉଛି ।

ଏହି କାର୍ଯ୍ୟରେ ବଲିଉଡ ତାରକାମାନେ ମଧ୍ୟ ଅଂଶଗ୍ରହଣ କରିଛନ୍ତି । ନିକଟରେ ଏପରି ଏକ ଭିଡିଓ ଭାଇରାଲ ହୋଇଛି। ଯେଉଁଠି ଅମ୍ବାନୀ ପରିବାର ବିବାହ ଉତ୍ସବରେ ବଲିଉଡର ବିଗ୍‌ ବି ଅମିତାଭ ବଚ୍ଚନ ଓ ଅମୀର ଖାନ୍‌ ଅତିଥିଙ୍କୁ ଖାଦ୍ୟ ପରଷୁଛନ୍ତି।

Related Articles

Back to top button