ଅନ୍ତର୍ଜାତୀୟ

ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ପୁଣି ତେଜିଲା

ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ପୁଣି ତେଜିଲା। ଦକ୍ଷିଣ ଗାଜାରେ ଜାତିସଂଘ ଦ୍ବାରା ପରିଚାଳିତ ସ୍କୁଲ ଏବଂ ରେସିଡେନ୍ସ ଏରିଆରେ ରକେଟ ମାଡ଼ କରିଛି ଇସ୍ରାଏଲ। ଏଭଳି ଆକ୍ରମଣ ଯୋଗୁଁ ଟେଲିକମ୍ୟୁନିକେସନ ବ୍ୟାପକ ଭାବେ ପ୍ରଭାବିତ ହୋଇଛି।

ପାଲେଷ୍ଟାଇନ ପକ୍ଷରୁ ଯୋଗାଯାଉଥିବା ଯୋଗାଯୋଗ ସେବା ସମ୍ପୂର୍ଣ୍ଣ ଠପ୍ ହୋଇଛି। ଯୋଗାଯୋଗ ବ୍ୟାହତ ଯୋଗୁଁ ରେସକ୍ୟୁ ମିଶନରେ ବାଧା ସୃଷ୍ଟି ହୋଇଛି। ଏହି ଯୁଦ୍ଧ ଆରମ୍ଭ ହେବାଠାରୁ ୧୯ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲାଣି।

Related Articles

Back to top button