ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୦ ଓ ୨୧ ତାରିଖରେ ଦୁଇଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସୁଛନ୍ତି। ଏନେଇ ପ୍ରଶାସନିକସ୍ତରରେ ବ୍ୟାପକ ପ୍ରସ୍ତୁତି ଚାଲିଥିବା ବେଳେ ଶନିବାର…