ଓଡ଼ିଶା

ରାଜ୍ୟର ଶିକ୍ଷା ଭିତ୍ତିଭୂମିକୁ ସଦୃଢ଼ କରିବା ପାଇଁ ବିଭିନ୍ନ ପ୍ରକାରର ପ୍ରଚେଷ୍ଟା ଚଳାଇଛନ୍ତି ରାଜ୍ୟ ସରକାର

ରାଜ୍ୟର ଶିକ୍ଷା ଭିତ୍ତିଭୂମିକୁ ସଦୃଢ଼ କରିବା ପାଇଁ ବିଭିନ୍ନ ପ୍ରକାରର ପ୍ରଚେଷ୍ଟା ଚଳାଇଛନ୍ତି ରାଜ୍ୟ ସରକାର। ଆଉ ବର୍ତ୍ତମାନ ଛାତ୍ରଛାତ୍ରୀଙ୍କ ଦକ୍ଷତା ବିକାଶ ପାଇଁ FLN କ୍ଲାସର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର।

ଯେଉଁଥିରେ ପ୍ରାଥମିକ ସ୍ତରରୁ ସାଧାରଣ ଜ୍ଞାନ, ଭାଷା ସାହିତ୍ୟ ଓ ଗଣିତ ଶିକ୍ଷାରେ ଦକ୍ଷତା ହାସଲ କରିବେ ଶିକ୍ଷାର୍ଥୀ। ପ୍ରଥମ ପର୍ଯ୍ୟାୟରେ ଗଜପତି ଜିଲ୍ଲାର ୩୨୭ଟି ପ୍ରାଥମିକ ବିଦ୍ୟାଳୟକୁ ଏଥିରେ ସାମିଲ କରାଯାଇଛି।

Related Articles

Back to top button