ଓଡ଼ିଶା
ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି
୨୬ ତାରିଖ ପରେ ଏପରି ପାଣିପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।
ତେବେ ଅସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଏପରି କୋହଲା ପାଗ ଲାଗିରହିବ ।ଘୂର୍ଣ୍ଣିବଳୟ ପ୍ରଭାବରେ ଏପରି କୋହଲା ପାଗ ଲାଗି ରହିବ ।