ଓଡ଼ିଶା

ୟୁନିଟ୍‌‌-୧ ଆଦିବାସୀ ପଡ଼ିଆରେ ଅନୁଷ୍ଠିତ ହେବ ‘ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୪

ଜାନୁଆରୀ ୨୬ରୁ ୟୁନିଟ୍‌‌-୧ ଆଦିବାସୀ ପଡ଼ିଆରେ ଅନୁଷ୍ଠିତ ହେବ ‘ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୪’। ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଳାକୁ ଉଦ୍‌‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ପୃଷ୍ଠପୋଷକତାରେ ଆୟୋଜିତ ହେବାକୁ ଥିବା ଏହି ମେଳାର ଉଦ୍‌‌ଘାଟନୀ ଉତ୍ସବରେ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିବେ। ଚଳିତବର୍ଷ ମେଳା ପରିସରରେ ୧୦୭ଟି ଷ୍ଟଲରେ ଜନଜାତିଙ୍କ ବିଭିନ୍ନ କାରିଗରୀ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶନୀ ଓ ବିକ୍ରିବଟା ପାଇଁ ବ୍ୟବସ୍ଥା ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com