ଓଡ଼ିଶା

ଆସନ୍ତା ୫ ତାରିଖରୁ ମାଲକାନଗିରି ବିମାନ ବନ୍ଦରରୁ ଉଡିବ ବିମାନ

ମାଲକାନଗିରି ଜିଲ୍ଲାବାସୀଙ୍କ ପାଇଁ ଖୁସି ଖବର। ଆସନ୍ତା ୫ ତାରିଖରୁ ମାଲକାନଗିରି ବିମାନ ବନ୍ଦରରୁ ଉଡିବ ବିମାନ। ଏନେଇ ସୂଚନା ଦେଲେ ଏୟାର ୱାନ ବିମାନ ଅଧିକାରୀ।

ପୁଣି ଥରେ ମାଲକାନଗିରି ବିମାନ ବନ୍ଦରରେ ଟ୍ରାଏଲ ରନ କରାଯାଇଥିଲା। ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ସହ ଆଲୋଚନା କରିବା ସହ ଖୁବଶୀଘ୍ର ଏଠାରୁ ଯାତ୍ରୀବାହୀ ବିମାନ ଚଳାଚଳ କରିବା ନେଇ ସୂଚନା ଦେଇଛନ୍ତି।

Related Articles

Back to top button