Featuredଜାତୀୟ

୭୪ତମ ସାଧାରଣତନ୍ତ୍ର ଦିବସରେ ଜାତୀୟ ପତାକା ଉତ୍ତୋଳନ କଲେ ଦ୍ରୌପଦୀ ମୁର୍ମୁ

ଦେଶ ପାଳୁଛି ୭୪ତମ ସାଧାରଣତନ୍ତ୍ର ଦିବସକୁ ସାରା ଦେଶରେ ସ୍ଵତନ୍ତ୍ର ଭାବେ ପାଳନ କରାଯାଉଛି । ଦିଲ୍ଲୀ କର୍ତ୍ତବ୍ୟ ପଥରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସ୍ଵତନ୍ତ୍ର ସମାରୋହରେ ମୁଖ୍ୟ ଅତିଥୀ ଭାବେ ମଞ୍ଚ ମଣ୍ଡନ କରିଛନ୍ତି ଇଜିପଟ ରାଷ୍ଟ୍ରପତି ଅବଦେଲ ଫତହ ଏଲ୍-ସିସି ।

ଦିଲ୍ଲୀ କର୍ତ୍ତବ୍ୟ ପଥରେ ପ୍ରଦର୍ଶିତ ହୋଇଛି ନାରୀଶକ୍ତି । ବିଏସଏଫ କଣ୍ଟିଭେଣ୍ଟରେ ସାମିଲ ହୋଇଛନ୍ତି ମହିଳା ଯବାନ। ନାଭାଲକଣ୍ଟିଜେଣ୍ଟରକୁ ଲିଡ୍ ନେଇଛନ୍ତି ମହିଳା ଅଫିସର। ଆତ୍ମନିର୍ଭର ଭାରତକୁ ଫୋକସ କରାଯାଇଛି। ସ୍ବଦେଶ ଜ୍ଞାନ କୌଶଳରେ ପ୍ରସ୍ତୁତ ଯୁଦ୍ଧାସ୍ତ୍ର ପ୍ରଦର୍ଶନ କରାଯିବ ।
ଆଜିର ଦିନରେ ଦେଶକୁ ମିଳିଥିଲା ବିଶ୍ଵ ସବୁଠାରୁ ବଡ଼ ସମ୍ବିଧାନ । ବ୍ରିଟିଶ ସମ୍ବିଧାନିକ ବ୍ୟବସ୍ଥା ଅପସାରଣ ପରେ ୧୯୫୦ ଜାନୁଆରୀ ୨୬ ତାରିଖରେ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରାରେ ପରିଣତ ହୋଇଥିଲା ଭାରତ । ଏହା ସହିତ ଦେଶରେ ଆରମ୍ଭ ହୋଇଥିଲା ଲିଖ ସାମ୍ବିଧାନିକ ବ୍ୟବସ୍ଥା ।

Related Articles

Back to top button
WP Twitter Auto Publish Powered By : XYZScripts.com