ରାଜନୀତି

ଓଡ଼ିଶା ଆସିବେ ରାଷ୍ଟ୍ରପତି

ନଭେମ୍ବର ୨୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରରେ ବ୍ୟାପକ ପ୍ରସ୍ତୁତି କରାଯାଇଛି।

ରାଷ୍ଟ୍ରପତି ରାଇରଙ୍ଗପୁରର ବାଦାମପାହାଡ଼ ଠାରେ ଟାଟା- ବାଦାମପାହାଡ ଟ୍ରେନର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି।

ସେହିପରି ପାହାଡପୁର ଠାରେ ନିର୍ମିତ ଏସ୍‌ଏଲ୍‌ଏସ୍‌ ବିଦ୍ୟାଳୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଏଲଆଣ୍ଡଟି କମ୍ପାନୀ ଦ୍ୱାରା ନିର୍ମିତ ଦକ୍ଷତା ବିକାଶ କେନ୍ଦ୍ରର ମଧ୍ୟ ଉଦଘାଟନ୍‌ କରିବାର କାର୍ଯ୍ୟକ୍ରମ ରହିଛି।

Related Articles

Back to top button