ଓଡ଼ିଶା

ଗଞ୍ଜେଇ ଚାଷ ଓ ଚାଲାଣର ଭୂସ୍ୱର୍ଗ ପାଲଟିଛି କନ୍ଧମାଳ ଜିଲ୍ଲା

ଗଞ୍ଜେଇ ଚାଷ ଓ ଚାଲାଣର ଭୂସ୍ୱର୍ଗ ପାଲଟିଛି କନ୍ଧମାଳ ଜିଲ୍ଲା। ଆଉ ସେହି ବେଆଇନ୍‌ ଗଞ୍ଜେଇ ଚାଷକୁ ରୋକିବା ଲାଗି କନ୍ଧମାଳ ପୁଲିସ ତରଫରୁ ଏବେ ବିଭିନ୍ନ ଥାନା ଅଞ୍ଚଳରେ ଗଞ୍ଜେଇ ଗଛ କଟା ଅଭିଯାନ ଜାରି ରହିଛି।

ଆଜି ଦାରିଙ୍ଗବାଡି ଥାନା ପୁଲିସ୍‌ ଦୁଇ କୋଟି ଟଙ୍କାର ଗଞ୍ଜେଇ ଗଛ କାଟି ପୋଡ଼ି ଦେଇଛି। ଦାରିଙ୍ଗବାଡି ଥାନା କିରିକୁଟି ପଞ୍ଚାୟତର ଘଞ୍ଚ ଜଙ୍ଗଲରେ ଏକର ଏକର ଜମିରେ ଗଞ୍ଜେଇ ଚାଷ ହୋଇଥିଲା।

Related Articles

Back to top button